କରୋନା ସ୍ଥିତି ନେଇ କାଲି ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

0
139
bgt
bgt

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣକୁ ନେଇ କାଲି ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁଣିଥରେ କରୋନା ଭାଇରସ ସଙ୍କଟ ସମ୍ପର୍କରେ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦି ମୁଖ୍ୟମନ୍ତ୍ରୀଙ୍କ ସହ ଲକଡାଉନ୍ ପରିସ୍ଥିତି ବିଷୟରେ ଆଲୋଚନା କରିବେ । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଆଲୋଚନା କରିବେ।

ବର୍ତ୍ତମାନ ରାଜ୍ୟ ପରିସ୍ଥିତି ନେଇ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା କରିଥିଲେ କେନ୍ଦ୍ର କ୍ୟାବିନେଟ ସଚିବ । ତେବେ ଲକ୍ ଡାଉନ୍‌ ଅବଧି ବଢ଼ିବ କି ନାହିଁ ତାହା ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ଆଲୋଚନା ପରେ ସ୍ପଷ୍ଟ ହୋଇପାରେ । ତେବେ 100 ଦିନ ଭିତରେ ଅନ୍ୟ ଦେଶ ତୁଳନାରେ ଭାରତ ଭଲ ସ୍ଥିତିରେ ରହିଛି ।

LEAVE A REPLY

Please enter your comment!
Please enter your name here