ପ୍ରଣବଙ୍କୁ ନୂଆ ଦାୟିତ୍ୱ

0
198
v
dt

ଭୁବନେଶ୍ୱର(ଆଚିଭର୍ସ ନ୍ୟୁଜ୍‌): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ବିଜେଡିର ସାଙ୍ଗଠନିକ ସମ୍ପାଦକ ଭାବେ ପ୍ରଣବଙ୍କୁ ଦାୟିତ୍ୱ ମିଳିଛି। ସେ ଏବେ ଦଳର ସମସ୍ତ ପ୍ରକାର ସାଙ୍ଗଠନିକ ଦାୟିତ୍ୱ ବୁଝିବେ ବୋଲି ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here