ପ୍ଲାଷ୍ଟିକ ମୁକ୍ତ ହେବ ଶ୍ରୀମନ୍ଦିର

0
209
ABCD
ABCD

ପୁରୀ : ଏପ୍ରିଲ ପହିଲାରୁ ପ୍ଲାଷ୍ଟିକ ମୁକ୍ତ ହେବ ଶ୍ରୀମନ୍ଦିର। ତାହା ସହ ଶ୍ରୀମନ୍ଦିର ପରିସରରେ ପାନ ଛେପ ପକାଇଲେ ଗଣିବେ ୫ ଶହ ଟଙ୍କା ଜରିମାନା । ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତତ୍ ସହିତ ମହାପ୍ରସାଦ କିପରି ଶୀଘ୍ର ବାହାରିବ ସେନେଇ ବ୍ୟବସ୍ଥା କରାଯିବ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି।

 

LEAVE A REPLY

Please enter your comment!
Please enter your name here