ଯାଜପୁରରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍‌ ମନା

0
37

ଯାଜପୁର, ଆଚିଭର୍ସ ନ୍ୟୁଜ୍‌, ୨୯/୦୬ (ବ୍ୟୁରୋ)- ଗଞ୍ଜାମ ପରେ ଯାଜପୁର ଜିଲ୍ଲାରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରାଯାଇଛି।  ୮ ତାରିଖ ମଧ୍ୟରାତ୍ର ଯାଏ ସାଧାରଣ ଲୋକଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରିଛନ୍ତି ଯାଜପୁର ଜିଲ୍ଲାପାଳ।

୪୮ ଘଣ୍ଟା ମଧ୍ୟରେ ଯାଜପୁରରେ ୮୧ କରୋନା ପଜିଟିଭ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।  ୮୧ ଜଣଙ୍କ ମଧ୍ୟରେ ଜଣେ ବରିଷ୍ଠ ସରକାରୀ ଅଫିସର ଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here