ସ୍ପେନ୍ ପ୍ରଧାନମନ୍ତ୍ରୀଙ୍କ ପତ୍ନୀଙ୍କୁ କରୋନା

0
191
FF
FF

ସ୍ପେନ: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ପତ୍ନୀ ବେଗୋନା ଗୋମେଜ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଶନିବାର ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏନେଇ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ସାଞ୍ଚେଜ ଏବଂ ପତ୍ନୀ ଗୋମେଜଙ୍କ ଅବସ୍ଥା ସ୍ଥିର ରହିଛି ଏବଂ ଉଭୟ ସ୍ୱାସ୍ଥ୍ୟ ଅଧିକାରୀ ଦେଇଥିବା ପଦକ୍ଷେପ ଅନୁସରଣ କରୁଛନ୍ତି ।

LEAVE A REPLY

Please enter your comment!
Please enter your name here