ଆସନ୍ତା ୨୪ଘଂଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୯ଟି ଜିଲ୍ଲାର ଘଡଘଡି ସହ ବର୍ଷା ହେବାର ସମ୍ଭାବନା

0
90
bbm
bbm

ଆସନ୍ତା ୨୪ଘଂଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୯ଟି ଜିଲ୍ଲାର ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, ସୁନ୍ଦରଗଡ, କନ୍ଧମାଳ, ରାୟଗଡା, ନୟାଗଡ, କୋରାପୁଟ୍‌, କଳାହାଣ୍ଡି ଓ ନୂଆପଡା । ଏନେଇ ଭୂବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଘନ କୁହୁଡି ସହ ୩ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, କନ୍ଧମାଳ, ଓ ଅନୁଗୋଳ । ଏହି ସବୁ ସ୍ଥାନରେ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here