ଆଜି ବି ବର୍ଷା

0
770
ABC
ABC

ଭୁବନେଶ୍ୱର: ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି-କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର। ତେବେ ବର୍ଷା ବହୁରି କିଛି ଦିନ ହେବାର ସମ୍ଭାବନା ରହିଛି । ବର୍ଷା ପରେ ଖରା ଫେରିବ ବୋଲି ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here