ଆଜି ୩୬୯ କରୋନା ପଜିଟିଭ୍‌ ଚିହ୍ନଟ,ଭୁବନେଶ୍ୱରରୁ

0
19

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ମୋଟ୍‌ ୩୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୭୫ ଜଣ ସରକାରୀ ସଂଗରୋଧ ଓ ୨୯୪ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here