ଐତିହ୍ୟ କରିଡର ନିର୍ମାଣ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

0
724
jajannath
jay jagannath

ପୁରୀ: (ଆଚିଭରର୍ସ ନ୍ୟୁଜ୍‌) ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ନିର୍ମାଣ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ । ଭୁବନେଶ୍ୱର ସେତୁ ଭବନରେ ଆୟୋଜିତ ବୈଠକରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ, ପୂର୍ତ୍ତ ବିଭାଗର ସଚିବ କିଷନ କୁମାର, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ବିଜୟ ସାହୁ, ପ୍ରସ୍ତର ଶିଳ୍ପୀ ରଘୁନାଥ ମହାପାଚ୍ର, ସେବାୟତ ରାମଚନ୍ଦ୍ର ଦାସ ମହାପାତ୍ର ପ୍ରମୁଖ ଯୋଗଦେଇଛନ୍ତି । ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଶ୍ରୀଜଗନ୍ନାଥ କରିଡର ନିର୍ମାଣ ନେଇ ବୈଠକ ବସିଛି । ଫେବ୍ରୁଆରି ସୁଦ୍ଧା ଏନେଇ ବିସ୍ତୃତ ଯୋଜନା ପ୍ରସ୍ତୁତ କରାଯିବ ।

LEAVE A REPLY

Please enter your comment!
Please enter your name here