ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ସ୍ଥାନ ପାଇଲା

0
63

ଭୁବନେଶ୍ୱର: ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସ୍ଥାନ ପାଇଛି । ଗଂଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଶ୍ରେଷ୍ଠ ୧୦ଟି ସ୍କୁଲ ତାଲିକାରେ ୫ମ ସ୍ଥାନ ମିଳିଛି। ସେହିପରି ଆବାସିକ ବର୍ଗରେ ବଲାଙ୍ଗୀର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପଥରଚେପା ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ୫ମ ସ୍ଥାନ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ  କାର୍ଯ୍ୟାଳୟ ପକ୍ଷରୁ  ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here