ଓଡ଼ିଶା ଉପକୂଳ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୯ରୁ ବର୍ଷା ସମ୍ଭାବନା

0
435

ଓଡ଼ିଶା ଉପକୂଳ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୯ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ବର୍ଷା ସହ ପବନ ହେବ । ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ୧୧ ତାରିଖ ଯାଏ ୟେଲୋ ଏବଂ ୧୨ ତାରିଖରେ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here