କରୋନା ପାଇଁ ନନ୍ଦନକାନନ ବନ୍ଦ

0
657
gft
bg

ଭୁବନେଶ୍ୱର: କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ମାର୍ଚ୍ଚ ୩୧ ଯାଏ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବନ୍ଦ ରଖାଯାଇଛି। ଏହାସହ ଷ୍ଟେଟ୍ ବଟାନିକାଲ ଗାର୍ଡେନ୍ ମଧ୍ୟ ବନ୍ଦ ରହିଛି। ଏ ନେଇ ନନ୍ଦନକାନନର ଉପ-ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here