କରୋନା ବୈଠକ ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ବୈଠକ ବାତିଲ

0
561
vh
hf

ଭୁବନେଶ୍ୱର: କରୋନା ବୈଠକ ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ବୈଠକ ବାତିଲ। ଆଗାମୀ ଦିନରେ ସରକାରୀ କାର୍ଯ୍ୟାଳୟରେ କରୋନା ସମ୍ପର୍କିତ ବୈଠକ ବ୍ୟତୀତ ଅନ୍ୟ କୌଣସି ସଭା, ସମିତି ହେବ ନାହିଁ। ସରକାରୀ ଅନୁଷ୍ଠାନ ଯେପରିକି ମାଲ୍ୟାର୍ପଣ, ଜୟନ୍ତୀ ପାଳନ, ସଭା, ସମିତି ତଥା ଅନ୍ୟ ଅନୁଷ୍ଠାନ ମଧ୍ୟ ବନ୍ଦ ରହିବ। ଏସବୁ ବୈଠକରେ ୨ ମିଟର ଦୂରତ୍ୱ ବଜାୟ ରଖିବାକୁ ପଡ଼ିବ ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

LEAVE A REPLY

Please enter your comment!
Please enter your name here