ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ ତାରିଖରୁ ଲଘୁଚାପ

0
419

ଭୁବନେଶ୍ୱର, ଆଚିଭର୍ସ ନ୍ୟୁଜ୍‌, ୧୧/୦୬ (ବ୍ୟୁରୋ)- ଘୂର୍ଣ୍ଣିବଳୟ ଓ ଟ୍ରଫଲାଇନ୍ ପ୍ରଭାବରେ ମୌସୁମୀ ସକ୍ରିୟ ରହିବା ସହିତ ଓଡ଼ିଶାରେ ବର୍ଷାଲାଗି ରହିଛି । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୯ତାରିଖରେ ଉତ୍ତର ବଙ୍ଗୋପସାଗରେ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି ।

LEAVE A REPLY

Please enter your comment!
Please enter your name here