ଚିନ୍ତା ବଢ଼ାଇଲା ଗଞ୍ଜାମ, ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି

0
530
bbm
bbm

ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଲା ଗଞ୍ଜାମ। ଜିଲାରେ ଶୁକ୍ରବାର ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଶନିବାର ୧୨ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ ସ୍ଥାନ ବଜାୟ ରଖିଛି।

LEAVE A REPLY

Please enter your comment!
Please enter your name here