ଦେଶରେ ୨୪ଘଣ୍ଟାରେ ୯୦,୬୩୨ କରୋନା ଆକ୍ରାନ୍ତ ଚିହ୍ନଟ l

0
85

ନୂଆଦିଲ୍ଲୀ: ଆଚିଭର୍ସ ନ୍ୟୁଜ୍ ୦୬/୦୯(ବ୍ୟୁରୋ)-  ଦିନକୁ ଦିନ ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବିଶ୍ବ ତାଲିକାର ବହୁ ପଛରେ ଥିବା ଭାରତ ଏବେ ବିଶ୍ବରେ ତୃତୀୟ ସର୍ବାଧିକ ସଂକ୍ରମିତ ରାଷ୍ଟ୍ରରେ ପରିଣତ ହୋଇଛି । ଗତ କିଛି ଦିନ ହେଲାଣି କମିବା ପରିବର୍ତ୍ତେ ହୁ ହୁ ହୋଇ ବଢ଼ିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ୨୪ଘଣ୍ଟାରେ ୮୬,୪୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ବଢ଼ି ୯୦ହଜାର ପାର କରିଛି। ପୂର୍ବର ସବୁ ରେକର୍ଡ ଭାଙ୍ଗି ୨୪ଘଣ୍ଟାରେ ୯୦,୬୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ୧୦୬୫ଜଣ ମୃତ୍ୟୁବରଣ କରିଛନ୍ତି।

LEAVE A REPLY

Please enter your comment!
Please enter your name here