ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୮୧୦ ନୂଆ ସଂକ୍ରମଣ ଓ ୪୯୬ ଆକ୍ରାନ୍ତଙ୍କ ମୃତ୍ୟୁ

0
71

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୮୧୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୯୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ସଂକ୍ରମଣ ମାମଲା ୯୩,୯୨,୯୧୯ ଓ ମୃତ୍ୟୁସଂଖ୍ୟା ୧୩୬, ୫୯୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୨୦୦୦ରୁ ଅଧିକ ଆକ୍ରାନ୍ତ ଚିକିତ୍ସିତ ହୋଇ ଫେରିଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରେକର୍ଡ ଅନୁସାରେ, ସମ୍ପ୍ରତି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୫୩, ୯୫୬।

LEAVE A REPLY

Please enter your comment!
Please enter your name here