ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନଙ୍କ ବିୟୋଗରେ ଶୋକ

0
444

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ବିୟୋଗରେବହୁ ବିଶିଷ୍ଟ ବ୍ୟକ୍ତି ଓ ରାଜନେତା ଗଭୀର ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଶୋକ ବ୍ୟକ୍ତ କରି କହିଛନ୍ତି, ଦୀର୍ଘ ୪ଦଶନ୍ଧି ଧରି ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀକୁ ସ୍ୱର୍ଗତ ସେଠୀ ପ୍ରତିନିଧିତ୍ୱ କରି ଭଦ୍ରକ ଜିଲ୍ଲା ଏବଂ ଓଡ଼ିଶାରେ ସ୍ୱାର୍ଥ ପାଇଁ କାର୍ଯ୍ୟ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ରାଜନୈତିକ ଜଗତରେ ଏକ ଅପୂରଣୀୟ କ୍ଷତି ।

LEAVE A REPLY

Please enter your comment!
Please enter your name here