ଏପ୍ରିଲ ୩୦ ଯାଏ ରାଜ୍ୟରେ ଲକ୍‌ଡାଉନ୍‌

0
296
jgt
jgf

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଗାଯାଇଥିବା ୨୧ ଦିନିଆ ଲକ୍‌ଡାଉନ୍‌ ଅବଧି ଆସନ୍ତା ଏପ୍ରିଲ ୧୪ ତାରିଖରେ ଶେଷ ହୋଇଥାନ୍ତା। ହେଲେ ଏହାକୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ବସିଥିବା କ୍ୟାବିନେଟ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ସୂଚନା ଦେଇଛନ୍ତି। ଓଡ଼ିଶାବାସୀଙ୍କ ମୋର ନମସ୍କାର। ଆପଣମାନେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଯେଉଁଭଳି ଭାବେ ସହଯୋଗ ଏବଂ ସମର୍ଥନ କରିଛନ୍ତି ସେଥିପାଇଁ ଧନ୍ୟବାଦ। ତେବେ ଏଥିପାଇଁ ଆମ ସମସ୍ତଙ୍କୁ କଷ୍ଟ ସହିବାକୁ ପଡ଼ୁଛି। କିନ୍ତୁ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ଉପାୟ।

LEAVE A REPLY

Please enter your comment!
Please enter your name here