ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଅକ୍ଟୋବର ୧୬ ସୁଦ୍ଧା

0
52

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ସେପ୍ଟେମ୍ବର ଶେଷ ସପ୍ତାହ ଓ ଅକ୍ଟୋବର ପ୍ରଥମ ସପ୍ତାହରେ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଛି ।  କିନ୍ତୁ ଏବେ ବର୍ଷା ଥମି ନଥିବାବେଳେ ବଙ୍ଗୋପସାଗରରେ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ଆସନ୍ତା ୯ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାବେଳେ ୧୬ ତାରିଖ ବେଳକୁ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍‌  କହିଛି । ଏହା ଫଳରେ ଅକ୍ଟୋବର ମାସରେ ଓଡ଼ିଶାରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here