ବାଲେଶ୍ୱରରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

0
512
hgrwe
BERLIN, GERMANY - MARCH 10 :Symbol photo of the coronavirus crisis. Diagnosis. COVID-19, SARS-CoV-2 on March 10, 2020 in Berlin, Germany. Health authorities around the world are concerned about the novel coronavirus. More and more countries are reporting diseases and new infections. (Photo by Thomas Imo/Photothek via Getty Images)

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବାଲେଶ୍ୱରରୁ ଆଉ ଜଣେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ପ୍ରକାଶ ଯେ, ପୂର୍ବାହ୍ନରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଗଞ୍ଜାମ ଜିଲାର ୧୮ ବର୍ଷୀୟ ଯୁବକ ରହିଥିଲେ। ସେ ସୁରଟରୁ ଫେରିଥିଲେ। ପଜିଟିଭ୍‌ ଚିହ୍ନଟ ହେବା ପରେ ତାଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଏବଂ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here