ବ୍ୟବସାୟୀଙ୍କ ବାଇକରୁ ଅଢେଇ ଲକ୍ଷ ଟଙ୍କା ଲୁଟ୍: ଲୁଟ୍ ଦେଖିଛି ସିସିଟିଭି l

0
116

ଆଚିଭର୍ସ ନ୍ୟୁଜ୍ ବ୍ୟୁରୋ (୧୭/୧୨):- ଲୁଟ୍ ଦେଖିଛି ସିସିଟିଭି । ନବରଙ୍ଗପୁର ଉମରକୋଟରେ ଦ୍ୱିନ ଦ୍ୱିପହରରେ ବ୍ୟବସାୟୀ ସଂଜୟ ତ୍ରିପାଠୀଙ୍କ ବାଇକ୍ରୁ ଅଢେଇ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ ହୋଇଛି । ଏନେଇ ଉମରକୋଟ ଥାନାରେ ଅଭିଯୋଗ ହେବା ପରେ ପୁଲିସ ତଦନ୍ତ କରୁଛି । ଘଟଣାସ୍ଥଳରେ ସିସିଟିଭି ଫୁଟଜକୁ ଆଧାର କରି ପୁଲିସ ତଦନ୍ତ କରୁଛି ।

LEAVE A REPLY

Please enter your comment!
Please enter your name here