ଭାରତରେ ୨୪ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮,୭୭୨ ନୂଆ ସଂକ୍ରମଣ ୯୪.୩ ଲକ୍ଷ ଟପିଲା

0
67

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୩୮,୭୭୨ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪.୩ ଲକ୍ଷ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୮,୭୭୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୪୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ସଂକ୍ରମଣ ମାମଲା ୯୪,୩୧,୬୯୧ ଓ ମୃତ୍ୟୁସଂଖ୍ୟା ୧୩୭, ୧୩୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସିତ ହୋଇ ଫେରିଥିବା ୪୫, ୩୩୩ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ୮୮, ୪୭, ୬୦୦ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here