ଭାରତରେ ୨୪ ଘଣ୍ଟା ମଧ୍ୟରେ ୨୬,୩୮୨ ନୂଆ କୋଭିଡ୍‌-୧୯ ସଂକ୍ରମଣ l

0
52

ଆଚିଭର୍ସ ନ୍ୟୁଜ୍ ବ୍ୟୁରୋ (୧୬/୧୨):- ଗତ ୨୪ ଘଣ୍ଟା ମଧ୍ୟରେ ୨୬,୩୮୨ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୯.୩୨ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୩୮୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧୪୪, ୦୯୬ରେ ପହଞ୍ଚିଛି। ସେହିଭଳି, ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୯,୩୨,୫୪୮ରେ ପହଞ୍ଚିଛି। ଗତକାଲିର ସଂକ୍ରମଣ ସଂଖ୍ୟା ଠାରୁ ଆଜିର ସଂକ୍ରମଣ ସଂଖ୍ୟା ପ୍ରାୟ ୨୦% ଅଧିକ।

LEAVE A REPLY

Please enter your comment!
Please enter your name here