ରାଜ୍ୟରେ ଆଜି ୧୨୦୩ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ଟପିଲା l

0
86

ଭୁବନେଶ୍ବର: ଆଚିଭର୍ସ ନ୍ୟୁଜ୍‌, ୩୦/୦୭ (ବ୍ୟୁରୋ):- ରାଜ୍ୟରେ ଆଜି ୧୨୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୪୪୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୫୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here