ରାଜ୍ୟରେ ଆଜି ୧୪୯୯ଜଣ ପଜିଟିଭ୍, ମୋଟ ୩୧,୮୭୭ କରୋନା ଆକ୍ରାନ୍ତ l

0
108

ଭୁବନେଶ୍ବର: ଆଚିଭର୍ସ ନ୍ୟୁଜ୍‌, ୩୧/୦୭ (ବ୍ୟୁରୋ):- ରାଜ୍ୟରେ ଆଜି ୧୪୯୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୫୮୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୯୧୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here