ରାଜ୍ୟରେ ୨ଲକ୍ଷ ୪୯ ହଜାର ୬୯୩କୁ ସଂକ୍ରମିତ ସଂଖ୍ୟା ୨୮୫୪ ନୂଆ କରୋନା ପଜିଟିଭ୍ ଚିହ୍ନଟ

0
21

ଭୁବନେଶ୍ବର: ଆଜି ରାଜ୍ୟରେ ୨୮୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୫୯ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୪୯ ହଜାର ୬୯୩କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here