ନୂଆଦିଲ୍ଲୀ: ରବିବାର ରାତିରେ ବିହାରର ବୋଧଗୟାରେ ଆୟୋଜିତ ‘ହୋଲିକା ଦହନ’ ଉତ୍ସବରେ ଗୋଟାଏ ପରିବାରର ୩ ଜଣ ପିଲା ପୋଡ଼ିହୋଇ ମରିଛନ୍ତି।ହୋଲି ପୂର୍ବ ସନ୍ଧ୍ୟାରେ ଜଳା ଯାଉଥିବା କାଠଗଡ଼ ଉପରକୁ ନଡ଼ା ବିଡ଼ା ଫିଙ୍ଗୁଥିବା ଦଳେ ଲୋକଙ୍କ ଗହଣରେ ଏହି ପିଲାମାନେ ଥିଲେ। ନିଆଁରେ ପୋଡ଼ି ହୋଇ ଘଟଣାସ୍ଥଳରେ ୩ ଜଣ ପିଲାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଡାକ୍ତରଖାନାରେ ମୃତ୍ୟୁ ସହ ସଂଗ୍ରାମ ଚଳାଇଛି।ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ବିଡ଼ାଏ ନଡ଼ା ଗାଁ ପଡ଼ିଆରେ ଥିବା ଶୁଖିଲା ଘାସରେ ପଡ଼ିଯାଇଥିଲା। ତତ୍କ୍ଷଣାତ୍ ସେଥିରେ ନିଆଁ ଲାଗିଯିବାରୁ ପିଲାମାନେ ନିଆଁ ଘେରରେ ରହିଯାଇଥିଲେ।
Latest article
୪ ଦିନ ବନ୍ଦ ରହିବ ଏସ୍ବିଆଇର ଭୁବନେଶ୍ବର ମୁଖ୍ୟ ଶାଖା
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କର(ଏସ୍ବିଆଇ) ମୁଖ୍ୟ ଶାଖା ଆହୁରି ୪ ଦିନ ବନ୍ଦ ରହିବ। ମୁଖ୍ୟ କାର୍ଯ୍ୟାଳୟରେ ଆହୁରି ଅଧିକ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି...
ସନ୍ତାକାଲି ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ସମସ୍ତ ସହରାଞ୍ଚଳରେ ଲକ୍ଡାଉନ୍ ଜାରି ହେବ
ନୂଆଦିଲ୍ଲୀ: କରୋନାଭାଇରସ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା କାରଣରୁ ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ସମସ୍ତ ସହରାଞ୍ଚଳରେ ଲକ୍ଡାଉନ୍ ଜାରି ହେବ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ...
ନାଇଟ କର୍ଫ୍ୟୁ, ଲକଡାଉନ ଓ ସଟଡାଉନ କଥା ଏବେ ଚିନ୍ତା କରୁନୁ
ଭୁବନେଶ୍ଵର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୮୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ସର୍ବାଧିକ ୧୪୪ ସଂକ୍ରମିତ ଥିବା ଜଣାଯାଇଛି। ଏନେଇ ବିଏମସି କମିସନର ପ୍ରେମଚନ୍ଦ ଚୌଧୁରୀ କହିଛନ୍ତି,...