୨୪ ଘଣ୍ଟାରେ ୬୧ ହଜାର ନୂଆ ଆକ୍ରାନ୍ତ

0
54

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ  ଲାଗିଛି ।  ଗତ ୨୪ ଘଣ୍ଟାରେ  ପ୍ରାୟ ୬୧ ହଜାର  ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାରରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୬୬,୮୫,୦୮୩ ରେ ପହଞ୍ଚିଛି ।ଦେଶରେ ଗତ କାଲି ପ୍ରାୟ ୧୦,୮୯,୪୦୩ଟି କରୋନା ପରୀକ୍ଷା ହୋଇଛି । ଏହାକୁ ମିଶାଇ ଦେଶରେ ଏପର୍ଯ୍ୟନ୍ତ ମୋଟ ୮୧୦୭୧୭୯୭ଟି କରୋନା ନମୁନା ପରୀକ୍ଷା ହେଲାଣି ।ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୫୬ ଲକ୍ଷ

LEAVE A REPLY

Please enter your comment!
Please enter your name here