ଆଚିଭର୍ସ ନ୍ୟୁଜ୍ ବ୍ୟୁରୋ (୨୩/୧୨):- ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉଦବୋଧନ । ଓଡିଆ ଜାତି ଏକ ମହାନ ଜାତି । ଓଡିଶା ପ୍ରତି ମହାନ ସମ୍ରାଟଙ୍କ ଅବଦାନ ଚିରସ୍ମରଣୀୟ । ୩ଟି କଥାକୁ ଗୁରୁତ୍ୱ ଦେବାକୁ କହିଛନ୍ତି ବିଜେଡି ସୁପ୍ରିମୋ । ପରିବାରର ବାପା, ମଆଙ୍କ ପ୍ରତି ଦାୟିତ୍ୱକୁ ଭୁଲିବାନି । ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରନ୍ତୁ ଓ ସମାଜର ବିକାଶ ପାଇଁ କାମ କରିବାକୁ ନବୀନ ପରାମର୍ଶ ଦେଇଛନ୍ତି । ଏହା ସହ ସୋସିଆଲ ମିଡିଆରେ ଠିକ ଭାବେ ବ୍ୟବହାର କରିବାକୁ କରିଛନ୍ତି ନବୀନ । ୟୁନିକ ଆଇଡେଂଟିକୁ ଭଲ ଭାବେ ଜାଣନ୍ତୁ । ଭବିଷ୍ୟତରେ ଏହାର ପ୍ରଚାର ପ୍ରସାର କରିନ୍ତୁ ବୋଲି ବିଜେଡି ସୁପ୍ରିମୋ କହିଛନ୍ତି । ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି, ଜୋନ ସଭାପତି ଓ ରାଜ୍ୟ ଛାତ୍ର କାର୍ଯ୍ୟକାରିଣୀ ନେତୃ ମଣ୍ଡଳୀ ଉପସ୍ଥିତ ରହିଛନ୍ତି । ଏହି ସମାବେଶରେ ବିଭିନ୍ନ ରାଜନୈତିକ ପ୍ରସ୍ତାବ ଉପରେ ଆଲୋଚନା ପାଇଁ ପ୍ରସ୍ତାବ ରଖାଯାଇଛି ।
Latest article
ପିପିଲି ଉପନିର୍ବାଚନ ପାଇଁ : ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଦଳ
ପିପିଲି ଉପନିର୍ବାଚନ ପାଇଁ ଆରମ୍ଭ ହେଲା ବିଜେଡିର ସଜବାଜ । ଦଳୀୟ ମୁଖପାତ୍ର ତଥା ଆଳି ବିଧାୟକ ପ୍ରତାପ ଦେବଙ୍କୁ ପିପିଲି ଉପନିର୍ବାଚନ ଲାଗି ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ଦଳ । ପିପିଲି...
୩୧ଟି ଦେଶକୁ ଦକ୍ଷିଣ ଆଫ୍ରିକାର ନୂଆ କୋରୋନାଭାଇରସ୍ ‘ଷ୍ଟ୍ରେନ୍’ ବ୍ୟାପିଛି
ବିଶ୍ୱର ୭୦ଟି ଦେଶକୁ ଇଂଲଣ୍ଡ୍ର ଏବଂ ୩୧ଟି ଦେଶକୁ ଦକ୍ଷିଣ ଆଫ୍ରିକାର ନୂଆ କୋରୋନାଭାଇରସ୍ ‘ଷ୍ଟ୍ରେନ୍’ ବ୍ୟାପିଥିବାର କଥା ବୁଧବାର ଦିନ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କହିଛି।ମହାମାରୀ ସଂକ୍ରାନ୍ତ ସଦ୍ୟତମ ସୂଚନାରେ ବିଶ୍ୱସ୍ୱାସ୍ଥ୍ୟ...
ଉତ୍ତର ପ୍ରଦେଶର ‘ରାମ ମନ୍ଦିର’ ପ୍ରଜ୍ଞାପନ ମେଢ଼କୁ ପ୍ରଥମ ପୁରସ୍କାର
୨୦୨୧ ସାଧାରଣତନ୍ତ୍ର ଦିବସ ପରେଡ୍ ଅବସରରେ ରାଜପଥରେ ପ୍ରଦର୍ଶୀତ ପବିତ୍ର ନଗରୀ ଅଯୋଧ୍ୟାର ପ୍ରାଚୀନ ସାଂସ୍କୃତିକ ଐହିତ୍ୟ ଏବଂ ରାମ ମନ୍ଦିରର ପ୍ରତିକୃତି ଥିବା ଉତ୍ତର ପ୍ରଦେଶ ସରକାରଙ୍କର ପ୍ରଜ୍ଞାପନ ମେଢ଼ ପ୍ରଥମ...