ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ଶୁକ୍ରବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଢେଙ୍କାନାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତ୍ସିଂହପର, ଗଞ୍ଜାମ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବା ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ବିଶେଷକରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବ। ଗତ ୨୪ ଘଣ୍ଟା ମଧ୍ୟରେ ଗୁଣପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ସେହିଭଳି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୮ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Latest article
ବାଲାକୋଟ୍ ବିମାନ ଆକ୍ରମଣ ପରେ ଜାତୀୟ ନିରାପତ୍ତା ଉପଦେଷ୍ଟା
ନୂଆଦିଲ୍ଲୀ: ୨୦୧୯ ଫେବ୍ରୁଆରି ୨୬ ତାରିଖ ପାହାନ୍ତା ୩:୪୫ରେ ବାଲାକୋଟ୍ ବିମାନ ଆକ୍ରମଣ ପରେ ଜାତୀୟ ନିରାପତ୍ତା ଉପଦେଷ୍ଟା ଅଜିତ ଡୋଭାଲ୍ଙ୍କ ପାଖକୁ ଫୋନରେ ବାର୍ତ୍ତା ଆସିଲା- ମାଙ୍କଡ଼ ମରା ହେଲା।ସ୍ୱତନ୍ତ୍ର ‘ଆର୍ଏଏକ୍ସ’...
ରାଜ୍ୟରେ ଅଧିକାଂଶ ବ୍ୟାବସାୟିକ ପ୍ରତିଷ୍ଠାନ ଓ ଦୋକାନ ବଜାର ବନ୍ଦ
ଭୁବନେଶ୍ବର: ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଶୁକ୍ରବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଥିବା ବେଳେ ରାଜ୍ୟରେ ଅଧିକାଂଶ ବ୍ୟାବସାୟିକ ପ୍ରତିଷ୍ଠାନ ଓ ଦୋକାନ ବଜାର ବନ୍ଦ ରହିଛି।ଠିକ୍ ସେହିପରି କଟକ, ଭୁବନେଶ୍ବର, ବାଲେଶ୍ବର,...
ସାତ ମାଓ କ୍ୟାମ୍ପ ଧ୍ୱସ୍ତ
ମାଲକାନଗିରି: ସାତ ମାଓ କ୍ୟାମ୍ପ ଧ୍ୱସ୍ତ। ସୁରକ୍ଷା କର୍ମୀଙ୍କ ଲଗାତାର ତିନି ଦିନର ଅପରେସନରେ ସାତଟି ମାଓ ଶିବିର ଧ୍ୱସ୍ତ ହୋଇଥିବା ଜଣାଯାଇଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଏବଂ କାଙ୍କେର...