ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ

0
228
ABC
ABC

ଶେଷ ହେଲା ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା ଏହି କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ଏଥିରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ମିଳିଛି । ବର୍ତମାନ ବିଧାନସଭାର ବଜେଟ୍ ଅଧିବେଶନ ଚାଲୁଥିବାରୁ କ୍ୟାବିନେଟ୍ ନିଷ୍ପତି ସର୍ମ୍ପକରେ କୌଣସୀ ବି ସୂଚନା ମିଳିନଥିବା ଜଣାପଡିଛି । ତେବେ ଏହି ବୈଠକରେ କିଛି ବଡ ଓ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଉପରେ ମୋହର ଲାଗିଥିବା ଅନୁମାନ କରାଯାଉଛି ।

LEAVE A REPLY

Please enter your comment!
Please enter your name here