ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି
ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ କଟକରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଅବସରରେ କଟକ ଖାନନଗର ଠାରେ ନେତାଜୀଙ୍କ ନାମରେ ନାମିତ ନେତାଜୀ ବସ...
ରାଜଧାନୀରେ ଆନ୍ଦୋଳନ କରୁଥିବା ଏଏନଏମ କର୍ମୀମାନଙ୍କୁ ଧାରଣାସ୍ଥଳରୁ ଉଠାଇନେଲା ପୁଲିସ୍
ସ୍ଥାୟୀ ନିଯୁକ୍ତି ଦାବି କରି ନଭେମ୍ବର ୨୮ ତାରିଖରୁ ଦିନରାତି ଆନ୍ଦୋଳନ କରି ଆସୁଥିବା ଏଏନଏମ କର୍ମୀମାନଙ୍କୁ ଆଜି ଭୁବନେଶ୍ୱର ଗାନ୍ଧିମାର୍ଗରୁ ପୁଲିସ୍ ଉଠାଇନେଇଥିବାର ଖବର ମିଳିଛି। ଆଜି ପୁଲିସ ସେମାନଙ୍କୁ ଧାରଣାସ୍ଥଳରୁ...
ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀରେ ନେତାଜୀଙ୍କ ଜନ୍ମସ୍ଥାନ କଟକର ଓଡ଼ିଆ ବଜାରସ୍ଥିତ ଜାନକୀନାଥ ଭବନରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାଲ୍ୟାର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ...
ଫାର୍ଶାରେ ଭାଇକୁ ହାଣିଲା ଭାଇ
ସାଲେପୁର ଥାନା ବାଲିସାହି ପଞ୍ଚାୟତର ମାଛୁଆତି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରାତି ପ୍ରାୟ ୮ଟାରେ ସାନଭାଇର ଫାର୍ଶା ଚୋଟରେ ବଡ଼ଭାଇ ଗୁରୁତର ଆହତ ହୋଇଥିଲେ। ବଡ଼ଭାଇଙ୍କୁ ସାଲେପୁର ଡ଼ାକ୍ତରଖାନାରେ ପ୍ରାଥମିକ...
୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୪ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୫୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ...
ଅନ୍ତର୍ଜାତୀୟମାନର ହେବ କୋଣାର୍କ ଅଂଚଳର ଭିତ୍ତିଭୂମି
ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ...
ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ବାକି ସ୍ଥାନୀୟ ସଂକ୍ରମିତ ବୋଲି...
ଅଭିନେତା ରବି ମିଶ୍ରଙ୍କ ପରଲୋକ
ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ । ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ଖବର ହସ୍ତଗତ ହୋଇଛି ।ଗତ କାଲି ସୁଟିଂ କରୁଥିବାବେଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ତେବେ...
ବରମୁଣ୍ଡା ବସ୍ଷ୍ଟାଣ୍ଡରେ ଯୁବକଙ୍କୁ ଆକ୍ରମଣ
ସ୍ଥାନୀୟ ବରମୁଣ୍ଡା ବସଷ୍ଟାଣ୍ଡରେ ଦାଦାବଟି ନ ଦେବାରୁ ଯୁବକଙ୍କୁ ହୋଇଛି ଆକ୍ରମଣ । ବସ୍ ଡ୍ରାଇଭର ବିଶ୍ବଜିତ ଜାନିଙ୍କୁ ଆକ୍ରମଣ କରିଛନ୍ତି କିଛି ଯୁବକ । ଏନେଇ ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି...
୨୦୦୦ରୁ ଅଧିକ ଡାକ୍ତରଙ୍କୁ ମିଳିବ ନିଯୁକ୍ତି
ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। କଟକ ଶ୍ରୀରାମଚନ୍ଦ୍ର...