ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ଶୀତ ବଢ଼ିବ
ଆଭ୍ୟନ୍ତରୀଣ ଓଡିଶା ଏବଂ ଆଖପାଖ ଅଞ୍ଚଳରେ ସ୍ଥଳଭାଗରେ ସମୁଦ୍ର ପତନ ଠାରୁ ୦.୯ କିଲୋମିଟର ଉଚ୍ଚରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ପ୍ରବାହ ଏବେ ଦୁର୍ବଳ ହୋଇ ପଡ଼ିଛି।ଫଳରେ ଆଗାମୀ ୨ରୁ ୩ ଦିନ...
ସୁନ୍ଦରଗଡ଼ ବିଭତ୍ସ ହତ୍ୟାକାଣ୍ଡ
ସୁନ୍ଦରଗଡ଼ର ବିଭତ୍ସ ହତ୍ୟାକାଣ୍ଡରେ ଜଡ଼ିତ ଥିବା ସନ୍ଦେହରେ ଦୁଇଜଣଙ୍କୁ ଥାନାରେ ଅଟକ ରଖାଯାଇଥିବାର ସୂଚନା ମିଳିଛି। ଏଦୁହେଁ ସଂପର୍କରେ ଜ୍ବାଇଁ ଏବଂ ଶାଶୁ। ଜ୍ବାଇଁର ନାଆଁ ଭଜା ଓରାମ ବୋଲି ଜଣାଯାଇଛି। ଶାଶୁଙ୍କ...
୨୪ ଘଣ୍ଟା ମଧ୍ୟରେ ୧୫,୫୯୦ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୫୯୦ ଜଣ କୋଭିଡ୍-୧୯ଦ୍ୱାରା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ସୁସ୍ଥତାସଂଖ୍ୟା ୧,୦୧,୬୨,୭୩୮ରେ ପହଞ୍ଚିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା...
୫୦୦୧୦୦ ଟଙ୍କା ଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ରାମ ମନ୍ଦିର ନିର୍ମାଣ ନିମନ୍ତେ ରାଷ୍ଟ୍ରପତିଙ୍କ ଠାରୁ ଆର୍ଥିକ ସହାୟତା ଲାଗି ଶୁକ୍ରବାର ଦିନ ଆସିଥିବା ‘ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍’ର ପ୍ରତିନିଧିମାନଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭେଟିବା ସହ ନିଜ...
ରାଜ୍ୟରୁ ଚିହ୍ନଟ ହେଲେ ୧୮୬ଜଣ କରୋନା ଆକ୍ରାନ୍ତ
ଆଜି ରାଜ୍ୟରୁ ୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକୁ ଦିନ ଆକ୍ରାନ୍ତ ସଂଖ୍ୟା କମିକମି ଆସିବା ଏକ ଖୁସି ଖବର ବୋଲି କୁହାଯାଉଛି। ଚିହ୍ନଟ ୧୮୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ...
ପୁଣି ରାଜ୍ୟରେ ୨୨୨ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୯୫ ଜଣ ସ୍ଥାନୀୟ ସଂକ୍ରମିତ...
କାଳିଆବୁଦା ଶ୍ମଶାନରେ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ଶେଷକୃତ୍ୟ
କଟକ କାଳିଆବୁଦା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡ଼ି ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ ହେଲା। ଝିଅ ଡି ଭାନୁପ୍ରିୟା ରାଓ ମୁଖାଗ୍ନି ଦେଇଛନ୍ତି। କାଳିଆବୁଦା ଶ୍ମଶାନ ଠାରେ କଟକ ଜିଲ୍ଲାପାଳ...
ସ୍ମରଣ ଶକ୍ତି ହରାଇଥିବା ନାବାଳିକା ଉଦ୍ଧାର
ଗୁଣି ଗାରେଡ଼ି ପରେ ସ୍ମରଣ ଶକ୍ତି ହରାଇଥିବା ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା ବରଗାଁକୁ ଚାଲି ଆସିଥିବା ଜଣେ ଅଚିହ୍ନା ଆଦିବାସୀ ନାବାଳିକାଙ୍କୁ ସ୍ଥାନୀୟ...
ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ
କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର...
ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶବିଜେପିକୁ ଫେରିଲେ
ବିଜେପିକୁ ଫେରିଲେ ପୂର୍ବତନ ବିଧାୟକ ଜୀବନପ୍ରଦୀପ ଦାଶ। ଆଜି ଜିଲ୍ଲା ବିଜେପି ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ତାଙ୍କୁ ଦଳରେ ମିଶାଇଛନ୍ତି। ଶ୍ରୀ ଦାଶଙ୍କ ଘରବାହୁଡ଼ା ବାଲେଶ୍ୱରରେ...