ପ୍ରଥମ ଡୋଜ୍ ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0
37

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ଥିବା ଡିସପେନସେରିରେ କୋଭିଡ୍-୧୯ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ସେ ଆଜି ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଞ୍ଚିଥିଲେ। ସେଠାରେ ସେ ପ୍ରଥମେ କରୋନା ଟିକା ନେଇଥିଲେ। ଏହାପରେ ଅନ୍ୟ ବିଧାୟକମାନେ ଟିକା ନେବେ ବୋଲି ଜଣାଯାଇଛି।

LEAVE A REPLY

Please enter your comment!
Please enter your name here